ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ଓଡ଼ିଶା ରାଜ୍ୟପାଳ ହରିବାବୁ କମ୍ଭମପତି...

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ଓଡ଼ିଶା ରାଜ୍ୟପାଳ ହରିବାବୁ କମ୍ଭମପତି...


ଭୁବନେଶ୍ୱର,୦୫/୦୯(ନି.ପ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ଓଡ଼ିଶା ରାଜ୍ୟପାଳ ହରିବାବୁ କମ୍ଭମପାଟି। ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିଛନ୍ତି ଓଡ଼ିଶା ରାଜ୍ୟପାଳ। 

       Ad..


ଏହି ସାକ୍ଷାତକାର ସମୟରେ ରାଜ୍ୟପାଳ ଏବଂ ରାଷ୍ଟ୍ରପତିଙ୍କ ମଧ୍ୟରେ ଓଡ଼ିଶାର ବିକାଶ, ଜନସାଧାରଣଙ୍କ କଲ୍ୟାଣ ଏବଂ ରାଜ୍ୟର ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ବିଷୟରେ ଆଲୋଚନା ହୋଇଛି।

Ad..


ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ରାଜ୍ୟପାଳ ଡ. କମ୍ଭମ୍ପାଟି ଦିଲ୍ଲୀ ଗସ୍ତରେ ଅଛନ୍ତି। ଏହି ଗସ୍ତ କାଳରେ ସେ ଅନେକ ବରିଷ୍ଠ ନେତୃବୃନ୍ଦ ଓ ପ୍ରମୁଖ ବ୍ୟକ୍ତିବିଶେଷଙ୍କୁ ମଧ୍ୟ ସାକ୍ଷାତ କରୁଛନ୍ତି।



Edited by k.s thakur...

Post a Comment

Previous Post Next Post